ପୁଲୱାମାରେ ଏନକାଉଣ୍ଟର, ଲସ୍କର-ଇ-ତଇବାର ୪ ଆତଙ୍କବାଦୀ ମୃତ
ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଲାସିପୋରା ଅଞ୍ଚଳରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି ।
ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଲାସିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି…