ତିନିରଥରେ ଲାଗିଲେ ପାର୍ଶ୍ଵ ଦେବାଦେବୀ…
ପୁରୀ: ଆଉ ପାଞ୍ଚଦିନ ପରେ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପୁରୀ ବଡ଼ଦାଣ୍ଡସ୍ଥିତ ରଥଖଳାରେ ରଥ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇଯିବା ପରେ ଏବେ ରଥରେ ଲାଗିଛନ୍ତି ପାର୍ଶ୍ଵ ଦେବାଦେବୀ ।
ତିନିରଥରେ ଲାଗିସାରିଛି କଳସ, ଅଁଳା ଓ ଓଲଟ ଶୁଆ । ଆଜି ତିନିରଥରେ ହଂସପଟା ବାଡ଼ିଆ ସରିଛି । ଏହା…