କରୋନା ପାଇଁ ଜାରି ହେଲା ଆଡଭାଇଜରି
ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶାରେ ଦୁଇ କରୋନା ସନ୍ଦିଗ୍ଧ ଚିହ୍ନଟ ହେବା ପରେ ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରା ପ୍ରକାଶ ପାଇଛି । ଏନେଇ ଏସ୍ଆର୍ସିଙ୍କ ପକ୍ଷରୁ ଆଡ୍ଭାଇଜରି ଜାରି କରାଯାଇଛି । ନିଜ କାର୍ଯ୍ୟାଳୟରେ ସ୍ୱଚ୍ଛତା ରଖିବା ସହ ସାବଧାନ ରହିବା ପାଇଁ କୁହାଯାଇଛି । ବାରମ୍ବାର…