ଭାରତର ବୁଲବୁଲ୍ ସରୋଜିନୀ ନାଇଡ଼ୁଙ୍କ ଆଜି ପୁଣ୍ୟତିଥି, ଜାଣନ୍ତୁ ତାଙ୍କ ଅକୁହା ଜୀବନୀ କଥା
ଭୁବନେଶ୍ୱର: ‘ଦ ନାଇଟିଙ୍ଗେଲ୍ ଅଫ୍ ଇଣ୍ଡିଆ’ ଅବା ଭାରତର ବୁଲବୁଲ୍ ସରୋଜିନୀ ନାଇଡୁଙ୍କ ଆଜି ଶ୍ରାଦ୍ଧବାର୍ଷିକୀ ।
ସେ ଏକାଧାରରେ ଥିଲେ ଜଣେ ସ୍ୱାଧୀନତା ସଂଗ୍ରାମୀ, କବି ଓ ନେତ୍ରୀ । ଏପରିକି ସରୋଜିନୀ ସ୍ୱାଧୀନ ଭାରତବର୍ଷର ପ୍ରଥମ ମହିଳା ରାଜ୍ୟପାଳ ହୋଇପାରିଥିଲେ ।
ସେ ୧୮୭୯ ମସିହାରେ…