ଥମୁନି କରୋନା: ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ମୃତ୍ୟୁ, ଯାତ୍ରା ଉପରେ ଲାଗିଲା କଟକଣା
ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୨୯୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୮୫,୦୦୦ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜାତୀୟ ଗଣମାଧ୍ୟମର ସୂଚନାନୁଯାୟୀ ଯୁକ୍ତରାଷ୍ଟ୍ର ଆମେରିକାରେ…