୩ କୋଭିଡ ଯୋଦ୍ଧାଙ୍କ ସହ ଗଞ୍ଜାମରେ ୪ କରୋନା ପଜିଟିଭ ଚିହ୍ନଟ
ଗଞ୍ଜାମ: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗଞ୍ଜାମ ଜିଲ୍ଲାରେ ୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ରବିବାର ଦିନ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।…