Latest Odisha News

BREAKING NEWS

ଓଡ଼ିଶାର ଗଣ ପର୍ବ ରଜ: ଜାଣନ୍ତୁ ଏହାର ବିଶେଷତ୍ୱ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା…

ବନସ୍ତେ ଡାକିଲା ଗଜ…

ରଜ l ଓଡିଶାର ଗଣପର୍ବ l ରଜର ମଉଜ ବେଶ୍ ନିଆରା l ରଜ ତିନିଦିନରେ ଘରେ ଘରେ ଖାଦ୍ୟପେୟର ଆସର ଜମେ l  ଗଡ଼ିଆ, ପୋଖରୀରୁ ମାଛ ଧରାଯାଏ l ପହିଲି ରଜ, ରଜ ଏବଂ ରଜ ପରଦିନ, ଏ ତିନିଦିନ ପାଇଁ ଘରେ ଘରେ ମଣ୍ଡା, ଆରିସା, ପୋଡ଼ପିଠା, ଇତ୍ୟାଦି ପ୍ରସ୍ତୁତ ହୋଇ ରଖାଯାଏ l ବିବାହିତା ଝିଅ ,ବୋହୁଙ୍କ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୧୪-୬-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦  ମସିହା ଜୁନ ତା ୧୪ ରିଖ  ରବିବାର ବୃଷ  ୩୨ଦିନ ଆଷାଢ ମାସ କୃଷ୍ଣ ପକ୍ଷ  ନବମୀ ତିଥି  ଉତ୍ତର ଭାଦ୍ରପଦ ନକ୍ଷତ୍ର  ନକ୍ଷତ୍ର ମୀନ  ଚନ୍ଦ୍ର ଘାତ ବାର-:  ମେଷ ରାଶିର ଘାତ ଚନ୍ଦ୍ର:- ଧନୁ  ରାଶି ପୁରୁଷ ଓ ତୁଳା…

ଏବର୍ଷ କୋରାପୁଟରେ ଜନସାଧାରଣ ଟାଣି ପାରିବେନି ରଥ

କୋରାପୁଟ: ପୁରୀରେ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଏଯାଏଁ ରାଜ୍ୟ ସରକାର କୌଣସି ଘୋଷଣା କରିନାହାନ୍ତି । କୋରାପୁଟରେ ଅନଷ୍ଠିତ ହେବାକୁ ଥିବା ରଥଯାତ୍ରାରେ କ’ଣ କଟକଣା ରହିବ ସେନେଇ ଜିଲ୍ଲା ପ୍ରଶାସନ ଘୋଷଣା କରିଛନ୍ତି । କୋରାପୁଟ ଜିଲ୍ଲାରେ କରୋନା ମହାମାରୀ…

ସତ୍ୟବାଦୀ ବ୍ଲକର ୩ଟି ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୩ଟି ଗ୍ରାମକୁ ଶନିବାର ଦିନ କରୋନା ସଂକ୍ରମଣ ନହେବା ଲାଗି କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ କରାଯାଇଛି । ସତ୍ୟବାଦୀ ବ୍ଲକ ଦାସବିଦ୍ୟାଧରପୁର ପଞ୍ଚାୟତର ପଖିମୁଣ୍ଡା ଗ୍ରାମରେ ୨ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସ୍ଥାନୀୟ…

କରୋନା କ୍ରିଏଟିଭିଟିରେ ଭିଡିଓର ଭିଉଜ ଆଧାରରେ ବିଜେତା ଚୟନ କରିବେ ତିନି ବିଚାରକ

ଭୁବନେଶ୍ୱର: www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବହୁ ସଂଖ୍ୟାରେ ପ୍ରତିଯୋଗୀ ଭାଗ ନେଇଛନ୍ତି । ପ୍ରତିଯୋଗୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଭିଡିଓ ଦାଖଲର ତାରିଖକୁ ୧୫ ତାରିଖକୁ ବୃଦ୍ଧି କରାଯାଇଛି । ଭିଡିଓର ଭିଉଜ ଆଧାରରେ ତିନି ବିଜେତା…

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୪୫୪୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ବିଶ୍ୱସ୍ତରୀୟ ବୈକଳ୍ପିକ ସମ୍ପତ୍ତି ପରିଚାଳନା ସଂସ୍ଥା ଟିପିଜି ପକ୍ଷରୁ…

ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ସଂକ୍ରମିତ

ଇସଲାମାବାଦ: ପାକିସ୍ତାନରେ ଏବେ କରୋନା ମହାମାରୀ ଉତ୍କଟ ରୂପ ଧାରଣ କରିଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ପାକିସ୍ତାନୀ ଗଣମାଧ୍ୟମ ‘ଡନ୍‌’ ରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ…

ତଥାପି ଆସୁଛି ରଜ…

ତଥାପି ଆସୁଛି ରଜ... ସୁସ୍ମିତା ମହାପାତ୍ର ଗଜରାଜ ଡାକରାରେ ଆଉ ଆସୁନାହିଁ ରଜ, ଆସୁନାହିଁ ଆଷାଢର ଓଦା ପଣତରେ ସରସର ଭିଜିବାକୁ, ପୋଡ଼ପିଠା ମହକରେ ମହକିବାକୁ ଅଥବା ବାହିବାକୁ ବାଉଁଶ ଦୋଳିର କାତ, ଆସୁନାହିଁ ରଜ । ନାହିଁ ଆଜି ଅତୀତ ମଉସୁମୀର ସେ ମତୁଆଲା ପରଶ,…

ଓଡ଼ିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ଆର୍ସେଲର-ମିତ୍ତଲ

ଭୁୁବନେଶ୍ୱର: ଆର୍ସେଲର-ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ନିବାସ ମିତ୍ତଲ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଲୋଚନା କରିଛନ୍ତି । କମ୍ପାନି ଓଡ଼ିଶାରେ ୨ ହଜାର କୋଟି ନିବେଶ କରିବ ବୋଲି ଘୋଷଣା କରିଛି । ଏହା ମାଧ୍ୟମରେ ପାରାଦୀପରେ…