ଆଉ ୬୨୨ ଡ଼ାକ୍ତରଙ୍କ ନିଯୁକ୍ତି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ୯୩୮ ଜଣ ଡ଼ାକ୍ତରଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିଲେ । ତେବେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଆଉ ୬୨୨ ଜଣ ଡ଼ାକ୍ତରଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି ।
ଏହାଫଳରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ ଗୁଡ଼ିକରେ ୧୫୮୩…