ଆଗାମୀ ୪୮ ଘଣ୍ଟା ମଧ୍ୟରେ ହ୍ରାସ ପାଇବ ତାପମାତ୍ରା
ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ତାପମାତ୍ରା ୧ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି।
ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା (୧୪.୪),…