‘ଗିନିଜ୍ ବିଶ୍ୱ ରେକର୍ଡ଼ସ’ରେ ସ୍ଥାନ ପାଇଲା ପ୍ରୟାଗରାଜ କୁମ୍ଭମେଳା…
ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ପ୍ରୟାଗରାଜ ଠାରେ ଆୟୋଜିତ ହୋଇଥିବା ଐତିହାସିକ ମହାକୁମ୍ଭ ମେଳା ତିନୋଟି କ୍ଷେତ୍ରରେ ୨୦୧୯ ମସିହା ଗିନିଜ ବିଶ୍ୱ ରେକର୍ଡସରେ ସ୍ଥାନ ପାଇଛି ।
ଏଥିମଧ୍ୟରେ ରହିଛି ସର୍ବବୃହତ ଟ୍ରାଫିକ ଏବଂ ଭିଡ଼ ପରିଚାଳନା ଯୋଜନା, ମୋ ସହରକୁ ରଙ୍ଗେଇବା କାର୍ଯ୍ୟକ୍ରମ…