ମଧ୍ୟପ୍ରଦେଶରେ ଟ୍ୟାକ୍ସ ଫ୍ରି ହେଲା ‘ଥପ୍ପଡ’
ଭୋପାଲ: ରିଲିଜ ପୂର୍ବରୁ ଟ୍ୟାକ୍ସ ଫ୍ରି ହେଲା ଫିଲ୍ମ ‘ଥପ୍ପଡ’ । ମଧ୍ୟପ୍ରଦେଶରେ ଏହି ଫିଲ୍ମକୁ ଟିକସ ମୁକ୍ତ କରାଯାଇଛି । ଫିଲ୍ମଟିକୁ ୩ ମାସ ପାଇଁ ଟିକସ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କମଲନାଥ ନିଷ୍ପତ୍ତି ନେଇଛନ୍ତି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
मध्यप्रदेश में…