ସଂରକ୍ଷଣ ମୌଳିକ ଅଧିକାର ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଗୁରୁବାର ଏକ ମାମଲାର ଶୁଣାଣି କିର ସଂରକ୍ଷଣ ସମ୍ପର୍କରେ ବଡ ଟିପ୍ପଣି ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତାମିଲନାଡୁର ମେଡିକାଲ କଲେଜରେ ଆଡମିସନ ଲାଗି ଓବିସି କୋଟାରେ ଆସନ ସଂରକ୍ଷଣ କରାଯାଉ ନଥିବା ସମ୍ପର୍କିତ ଏକ ଆବେଦନର ଶୁଣାଣି କରି କୋର୍ଟ ସଂରକ୍ଷଣ ଆଇନ ମୌଳିକ ଅଧିକାର ନୁହେଁ…