ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ସାବିତ୍ରୀ ରଥ
କଟକ: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଗୁରୁବାର ଦିନ ଶପଥ ଗ୍ରହଣ କରିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ହାଇକୋର୍ଟର ମୁଖ୍ୟ ବଚାରପତି ମହମ୍ମଦ ରଫିକ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଏହାକୁ ମିଶାଇ ହାଇକୋର୍ଟ ବିଚାରପତିଙ୍କ…