Latest Odisha News

BREAKING NEWS

ନଦୀ ଆଉ ନାରୀ…

ନଦୀ ଆଉ ନାରୀ... ଶ୍ରୀକାନ୍ତ ଜେନା ଯେଉଁ ନଦୀ କଳ କଳ ଛଳ ଛଳ ହୋଇ ବହୁଥିଲା ପାଣିମୁନ୍ଦେ ଦୁଶେନାହିଁ ତପ୍ତ ବାଲୁକାରେ ଭରାଶଯ୍ୟା, ନଦୀବି ମଣିଷ ପରି ସଂଖୋଳିଛି ସୁଖ ସାଥେ ଦୁଃଖ ନିରୋଳା ସୁଖରେକା’ର ଦିନବିତେ ନପାଇକି ସଜ୍ଜା ? ପରବତେ ପିତ୍ରାଳୟ ଭୁଲିଯାଇ ଅଛିଏ ତଟିନୀ…

ଖୁସି ଖବର: ସଂକ୍ରମିତଙ୍କ ତୁଳନାରେ ବଢ଼ିଲା ସୁସ୍ଥ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କୋଭିଡ-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ଥମିବାର ନା ଧରୁନି । ତେବେ ଏହି ସଂକ୍ରମିତଙ୍କ ତୁଳନରେ ଏବେ ବଢ଼ିଛି ସୁସ୍ଥ ହାର । ବୁଧବାର ପ୍ରଥମଥର ପାଇଁ ସୁସ୍ଥ ହୋଇଥିବା କୋଭିଡ-୧୯ ରୋଗୀଙ୍କ ସଂଖ୍ୟା ଦେଶରେ ଥିବା ମୋଟ ସକ୍ରିୟ ମାମଲାକୁ ଅତିକ୍ରମ କରିଛି ।…

‘ହଁ ଚୀନ କବଜା କରିଛି’ ଲଦାଖର ବିଜେପି ସାଂସଦଙ୍କ ଏହି ଉତର ଏବେ ଭାଇରାଲ ହୋଇଛି

ନୂଆଦିଲ୍ଲୀ : ‘ହଁ ଚୀନ କବଜା କରିଛି’ ଲଦାଖର ବିଜେପି ସାଂସଦ ଜାମୟାଂଗ ସୋରିଙ୍ଗଙ୍କ ଏହି ଉତର ଏବେ ଭାଇରାଲ ହୋଇଛି । ରାହୁଲ ଗାନ୍ଧୀ ସରକାରଙ୍କ ପ୍ରଶ୍ନ କରିଥିଲେ ଚୀନ୍ ଲଦାଖରେ ଭାରତୀୟ ଅଞ୍ଚଳକୁ କବଜା କରିଛି କି ନାହିଁ । ସୋରିଙ୍ଗ ନିଜ ଟ୍ୱିଟର ଆକାଉଣ୍ଟରେ ରାହୁଲଙ୍କୁ ଟ୍ୟାଗ କରି ଏହି…

ଏକାଥରକେ ସୁସ୍ଥ ହେଲେ ୧୪୯ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୪୯ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୨୮୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

୨୮ ବର୍ଷ ପରେ ରାମଜନ୍ମଭୂମି ପରିସରରେ ହେଲା କୁବେରଶ୍ୱରଙ୍କ ଅଭିଷେକ

ଅଯୋଧ୍ୟା: ଦୀର୍ଘ ୨୮ ବର୍ଷ ପରେ ରାମଜନ୍ମଭୂମି ପରିସରରେ କୁବେରଶ୍ୱରଙ୍କ ରୁଦ୍ରାଭିଷେକ କରାଯାଇଛି । କୁବେର ତିଲଠାରେ କୁବେରଶ୍ୱରଙ୍କ ଅଭିଷେକ ପରେ ଖୁବ୍ ଶୀଘ୍ର ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମହନ୍ତ କମଳ ନୟନ ଦାସ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗର୍ଭଗ୍ୟହରେ…

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ମାସ୍କ ଓ ୫ହଜାର ଟଙ୍କା

ପୁରୀ: ଶ୍ରୀମନ୍ଦିର ସେବାୟତମାନଙ୍କୁ ମିଳିବ ମାସ୍କ । ସେହିପରି ଦ୍ୱିତୀୟ କିସ୍ତି ବାବଦରେ ବି ୫ ହଜାର ଟଙ୍କା ଲେଖାଏଁ ମିଳିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି । ସେ କହିଛନ୍ତି, ସେବାୟତଙ୍କ ସୁରକ୍ଷା ହେଉଛି ପ୍ରଶାସନର ଦାୟିତ୍ୱ । ସେବାୟତଙ୍କୁ ୫…

ଶ୍ରୀମନ୍ଦିର ପରମ୍ପରାରେ ମହାଦୀପ: ନୀଳଚକ୍ରରେ ମହାଦୀପ ଦର୍ଶନ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଭାରତୀୟ ସଂସ୍କୃତି ତଥା ପରମ୍ପରାରେ ନିଜର ତଥା ନିଜ ପରିବାରବର୍ଗଙ୍କର ମଙ୍ଗଳ କାମନା କରି ପ୍ରଭୁଙ୍କ ପାଖରେ ଦୀପ ଦାନ କରାଯିବାର ବିଧି ଅତି ଜନପ୍ରିୟ ଓ ଲୋକପ୍ରଚଳିତ । କିନ୍ତୁ,…

କ୍ୱାରେଂଟିନ୍‌ରେ ଗଲେ ରାୟଗଡା ସିଡିଏମ୍‌ଓଙ୍କ ସମେତ ଅଫିସ୍ ଷ୍ଟାଫ

ରାୟଗଡା: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ଆଉ ୧୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ରାୟଗଡାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ…

ଡୋପ ଟେଷ୍ଟରେ ଧରାପଡିଲେ ଅମୃତପାଲ, ନୀରଜ : ଚାନୁ ଦୋଷମୁକ୍ତ

ନୂଆଦିଲ୍ଲୀ:ଭାରତୀୟ ଆଥଲେଟକୁ ପୁନର୍ବାର ଡୋପ କଳଙ୍କ ଛୁଇଁଛି । ବୁଧବାର ମିଳିଥିବା ରିପୋର୍ଟ ମୁତାବକ ବାସ୍କେଟବଲ ଖେଳାଳି ଅମୃତପାଲ ସିଂ ଓ ମହିଳା ବକ୍ସର ନୀରଜ ଫୋଗଟ ଡୋପ ଟେଷ୍ଟରେ ଧରା ପଡିଛନ୍ତି । ଦୁଇ ଜଣଙ୍କ ଉପରେ ୪ ବର୍ଷ ଲେଖାଏଁ ପ୍ରତିବନ୍ଧ ଲଗାଯାଇଛି । ଅପରପକ୍ଷରେ ୱେଟଲିଫ୍ଟର ସଂଜିତା…

ଶୋପିଆନରେ ଆଉ ୫ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ

ଶ୍ରୀନଗର: ସୁରକ୍ଷାକର୍ମୀ ବୁଧବାର ଶୋପିଆନ୍‌ରେ ଆଉ ୫ ଆତଙ୍କବାଦୀଙ୍କୁ ଗୁଳି କରିଛନ୍ତି । ପୂର୍ବରୁ ରବିବାର ୫ ଏବଂ ସୋମବାର ୪ଆତଙ୍କବାଦୀଙ୍କୁ ପୋଲିସ ମାରିଥିଲା । ଜମ୍ମୁ ଓ କଶ୍ମୀର, ଆର୍ମି ଓ ସିଆରପିଏଫର ମିଳିତ ଭାବେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ପ୍ରଥମେ…