Latest Odisha News

BREAKING NEWS

ଭୁବନେଶ୍ୱରରୁ ୧୦ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଅଞ୍ଚଳରୁ ଅବକାରୀ ବିଭାଗ ସୋମବାର ଦିନ ପ୍ରାୟ ୧୦ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତିକୁ ନେଇ ଅବକାରୀ ବିଭାଗ କ୍ଷୀରୋଦ ସାହୁ ନାମକ ଜଣେ ନିଶା ବେପାରୀକୁ ଗିରଫ କରିଥିବା ଜଣାପଡିଛି । ମିଳିଥିବା…

କମୁଛି ଶୀତ, ଆସନ୍ତା ସପ୍ତାହରୁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର : ଆସନ୍ତା ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ଓ ରାତ୍ରିର ତାପମାତ୍ରା ବୃଦ୍ଧି ଘଟିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ସୁଦର୍ଶନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି “…

ଇସ୍ତାହାର ପ୍ରସ୍ତୁତି ଲାଗି କଂଗ୍ରେସର ଜନମତ ସଂଗ୍ରହ: ଜଗତସିଂହପୁରରେ ଓପିସିସି ଟିମ୍

ଜଗତସିଂହପୁର: ଆଗାମୀ ବିଧାନସଭା ଏବଂ ଲୋକସଭା ନିର୍ବାଚନ ନିକଟତର ହେଉଥିବା ପରିପ୍ରେକ୍ଷୀରେ ଜନମତ ସଂଗ୍ରହ ଲାଗି ଓଡ଼ିଶା କଂଗ୍ରେସ ପକ୍ଷରୁ ବେଶ୍ ତତ୍ପରତା ପ୍ରକାଶ ପାଇବା ସହିତ ପ୍ରତିଶ୍ରୁତି ପତ୍ର ବଣ୍ଟନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଅନୁଯାୟୀ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି…

ମାଲକାନଗିରି: ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଧାରଣା

ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ବସ୍ତା ରଖି ଜିଲ୍ଲା କଂଗ୍ରେସର କର୍ମୀମାନେ ସୋମବାର ଦିନ ଧାରଣା ଦେଇଛନ୍ତି। ମିଳିଥିବା ସୂଚନାନୁଯାୟୀ ବିଭିନ୍ନ ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ଜିଲ୍ଲା କଂଗ୍ରେସ କର୍ମୀମାନେ ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ…

ରାଉରକେଲା: ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ଯୁବତୀ ମୃତ

ରାଉରକେଲା : ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକ ନିକଟରେ ସୋମବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମିଳିଥିବା ସୂଚନା ମୁତାବକ, ରାଉରକେଲାର ବ୍ରାହ୍ମଣୀତରଙ୍ଗ ଥାନା ଟିସିଆଇ ଛକ ନିକଟରେ ଏକ ସ୍କୁଟିକୁ ଟ୍ରକ୍ ଧକ୍କା ଦେଇଥିଲା । ସଙ୍ଗେସଙ୍ଗେ ଯୁବତୀ…

କୋରାପୁଟରେ +୨ ପରୀକ୍ଷା କେନ୍ଦ୍ର ସ୍ଥାନାନ୍ତରୀତ କରିବା ନେଇ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ

କୋରାପୁଟ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍ ସ୍ଥିତ କୁମ୍ଭାରିପୁଟ କଲେଜର ଶତାଧିକ ଯୁକ୍ତ ୨ ଛାତ୍ରଛାତ୍ରୀ ସୋମବାର ଦିନ ଲକ୍ଷ୍ମୀପୁରକୁ ପରୀକ୍ଷା କେନ୍ଦ୍ର ସ୍ଥାନାନ୍ତର କରିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀମାନେ…

ଓଡ଼ିଶା ଆସୁଛନ୍ତି ଯୋଗୀ ଆଦିତ୍ୟନାଥ ଓ ରାଜନାଥ ସିଂହ

ଭୁବନେଶ୍ୱର: ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ଓଡ଼ିଶାକୁ ଦଳର ହେଭିୱେଟ୍ ନେତାଙ୍କୁ ଆଣି କର୍ମୀଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ଲାଗି ଉଦ୍ୟମ ଜାରି ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ପରକୁ ପର ଓଡ଼ିଶା ଗସ୍ତ ପରେ…

ବ୍ରହ୍ମପୁର: ନିଜକୁ ପୋଲିସ ଅଧିକାରୀ କହି ବୃଦ୍ଧ ଦମ୍ପତ୍ତିଙ୍କ ଠାରୁ ଲୁଟ୍ ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁରର ଜୟପ୍ରକାଶ ନଗର ସ୍ଥିତ କଲ୍ୟାଣ ମଣ୍ଡପ ନିକଟରେ କେତେକ ଦୁବୃର୍ତ୍ତ ନିଜକୁ ପୋଲିସ ଅଧିକାରୀ କହି ବୃଦ୍ଧ ଦମ୍ପତିଙ୍କ ଠାରୁ ସୁନା ଗହଣା ଲୁଟ୍ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏହି ଦମ୍ପତି ଏକ ବାହାଘରରେ ଯୋଗ ଦେବାକୁ ଭୁବନେଶ୍ୱରରୁ ବ୍ରହ୍ମପୁର ଆସିଥିଲେ।…

ବରଗଡ଼: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଏଏସଆଇ ନିଲମ୍ବିତ

ବରଗଡ଼ : ବରଗଡ ଜିକ୍ଲା ମେଲଛାମୁଣ୍ଡାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ସୋହେଲା ଥାନା ଏଏସଆଇଙ୍କୁ ନିଲମ୍ବିତ କରାଯାଇଛି । ଗତ ଫେବୃଆରୀ ୮ ତାରିଖରେ ଜଣେ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ କରିଥିବା ନେଇ ଜଣେ ଥାନା ଏଏସଆଇ ବନମାଳୀ କୁଅଁର ଓ ଆଉ ଜଣେ ଯୁବକ ରିକୁ…

କୋଲକତାରେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଖେଳୁଥିବା ବେଳେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର: କୋଲକାତାର ସାଇ ଖେଳ ପଡ଼ିଆରେ ଶନିବାର ଦିନ ଫୁଟବଲ୍ ଖେଳୁଥିବା ବେଳେ ଓଡ଼ିଶାର ୨୩ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଯୁବକ ଜଣକ ଭୁବନେଶ୍ୱର ବାସିନ୍ଦା ତଥା କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର (ଏନଏଲୟୁଓ) ଛାତ୍ର ରିତ୍ୱିକ ଦାସ ବୋଲି ଜଣା ପଡ଼ିଛି । ସେ ଆଇଆରଏସ…