ପାକିସ୍ତାନ ଲାଗି ଗୁପ୍ତଚର କରିବା ଅଭିଯୋଗ; ୨ ଅଟକ
ନୂଆଦିଲ୍ଲୀ: ପାକିସ୍ତାନର ଇଣ୍ଟର ସର୍ଭିସେସ୍ ଇଣ୍ଟେଲିଜେନ୍ସ (ଆଇଏସଆଇ) ପାଇଁ ଗୁପ୍ତଚର କରୁଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି।
ଦୁଇ ଅଭିଯୁକ୍ତ ହେଉଛନ୍ତି ବିକାଶ ତିଲୋଟିଆ ଏବଂ ଚିମାନ ଲାଲ। ରାଜସ୍ଥାନର ଅତିରିକ୍ତ ମହାନିର୍ଦ୍ଦେଶକ (ଇଣ୍ଟେଲିଜେନ୍ସ) ଉମେଶ ମିଶ୍ର…