ପାଟଣାଗଡରୁ ବଲାଙ୍ଗୀର ଜେଲକୁ ସ୍ଥାନାନ୍ତରିତ ହେଲେ ପୁଞ୍ଜିଲାଲ
ବଲାଙ୍ଗୀର : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ଦିନ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବଲାଙ୍ଗୀର ଜେଲକୁ ସ୍ଥାନାନ୍ତରିତ କରାଯାଇଛି ।
ଗଣମାଧ୍ୟମକୁ ସୂଚନା ଦେଇ ବଲାଙ୍ଗୀର ଜେଲ୍ ଜେଲର ସଞ୍ଜୟ ବର୍ମା କହିଛନ୍ତି,…