କାମାକ୍ଷାନଗରରେ ଖସିଲା ବିମାନ: ୨ ମୃତ
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାରେ ଏକ ପାଇଲଟ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା।
ସୂଚନାନୁସାରେ, ସୋମବାର ଦିନ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଗ୍ରାମ ବିରାଶାଳ ଏୟାରଷ୍ଟ୍ରିପ ଠାରେ ଟ୍ରେନିଂ ଚାଲିଥିବା ବେଳେ ଏକ ବିମାନ ଖସି ପଡ଼ିଥିଲା ।…