ମହାଦେବଙ୍କର କାହିଁକି ପ୍ରିୟ ଦୁଦୁରା ଫୁଲ, ଜାଣନ୍ତୁ…
ଭୁବନେଶ୍ୱର: ରାତି ପାହିଲେ ଶିବରାତ୍ରି। ଦେବଦେବ ମହାଦେବଙ୍କ ଅତ୍ରିପ୍ରିୟ ଦିନ । କୁହଯାଏ ମହାଦେବଙ୍କୁ ଏହିଦିନ ତାଙ୍କ ମନ ପସନ୍ଦର ଦ୍ରବ୍ୟ ଅର୍ପଣ କରି ପୂଜାର୍ଚ୍ଚନା କଲେ ଭକ୍ତଙ୍କ ସକଳ ମନୋବାଞ୍ଛା ପୂର୍ଣ୍ଣ ହୁଏ ।
ମହାଦେବଙ୍କ ପ୍ରିୟ ଦ୍ରବ୍ୟ ମଧ୍ୟରେ ଦୁଦୁରା ଫୁଲ ଅନ୍ୟତମ । ସଂସାରରେ…