ସୁନ୍ଦରଗଡ଼ରେ ୨ ଡାକ୍ତରଙ୍କ ସହ ୬ ଜେଲ୍ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ
ରାଉରକେଲା: ସୁନ୍ଦରଗଡ ଜିଲ୍ଲାରେ ଗତ ୧୨ ଘଣ୍ଟା ମଧ୍ୟରେ ନୂଆ ୧୮ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଜଣ ରାଉରକେଲା ସରକାରୀ ଡାକ୍ତରଖାନାର ଡାକ୍ତର ଏବଂ ୬ ଜଣ ଜେଲ୍ ଅନ୍ତେବାସୀ ରହିଛନ୍ତି।
ଏନେଇ ଜିଲ୍ଲାପାଳ ନିଖିଳ ପୱନ କଲ୍ୟାଣ ସୂଚନା ଦେଇ କହିଛନ୍ତି ଯେ ୧୮ ଟି…