ପଙ୍କୋଦ୍ଧାର ଏକାଦଶୀ: ଶ୍ରୀଲୋକନାଥଙ୍କ ଖୋଲା ଦର୍ଶନ ଭକ୍ତଙ୍କୁ ମିଳିଥାଏ
ପୁରୀ: ପୁରୀରେ ପଙ୍କୋଦ୍ଧାର ଏକାଦଶୀକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ । ଏହି ଦିନ ଶ୍ରୀଲୋକନାଥଙ୍କୁ ଦର୍ଶନ କଲେ ଜନ୍ମ ଜନ୍ମର ପାପ କ୍ଷୟ ହେବା ସହ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ । ବର୍ଷକେ ଥରେ କେବଳ ପଙ୍କୋଦ୍ଧାର ଏକାଦଶୀ ଦିନ ଶ୍ରୀଲୋକନାଥଙ୍କ ଖୋଲା ଦର୍ଶନ ମିଳିଥାଏ । ଏଠାରେ ବର୍ଷସାରା…