ଶତାବ୍ଦୀ ଏକ୍ସପ୍ରେସ ଭୁବନେଶ୍ୱର-ରାଉରକେଲା-ଝାରସୁଗୁଡ଼ା ରୁଟ୍ ଦେଇ ଚାଲୁ: ରେଳମନ୍ତ୍ରୀଙ୍କୁ ନବୀନଙ୍କ ପତ୍ର
ଭୁବନେଶ୍ୱର: ଶତାବ୍ଦୀ ଏକ୍ସପ୍ରେସ ଭୁବନେଶ୍ୱର-ରାଉରକେଲା-ଝାରସୁଗୁଡ଼ା ରୁଟ୍ ଦେଇ ଚଳାଚଳ କରିବାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଅନୁରୋଧ କରି ଏକ ପତ୍ର ଲେଖିଛନ୍ତି ।
ଏହି ପତ୍ରରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଛନ୍ତି,…