ପୁରୀ କଂଗ୍ରେସ ଭବନରେ ଗୋଷ୍ଠୀ ସଂଘର୍ଷ; ୩ ଜଣ ଆହତ
ପୁରୀ: ପୁରୀ କଂଗ୍ରେସ ଭବନରେ ସୋମବାର ଦିନ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ କଂଗ୍ରେସ କର୍ମୀ ଆହତ ହୋଇଛନ୍ତି ।
ଓଡ଼ିଶା କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ପ୍ରସାଦ, ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ଉପସ୍ଥିତିରେ ଏହି ଘଟଣା…