୧୪ରୁ କିଟରେ ଚେସ୍ ମହାକୁମ୍ଭ ଆରମ୍ଭ
ଭୁବନେଶ୍ୱର: ଜାନୁଆରୀ ୧୪ରୁ ୧୬ ପର୍ଯ୍ୟନ୍ତ କିଟରେ ଅନୁଷ୍ଠିତ ହେବାକୁ ଯାଉଛି ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ। ଭାରତରେ କିଟରେ ପ୍ରଥମ ଥର ଲାଗି ଚେସ୍ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେବାକୁ ଯାଉଛି।
…