ଉଦଯାପିତ ହେଲା ରାଜାରାଣୀ ସଙ୍ଗୀତ ଉତ୍ସବ: ଶୁଭା ମୁଦଗଲଙ୍କ ଯାଦୁକରୀ ମୁର୍ଚ୍ଛନାରେ ଶ୍ରୋତା ବିଭୋର
ଭୁବନେଶ୍ୱର : ରାଜାରାଣୀ ସଙ୍ଗୀତ ଉତ୍ସବର ଆଜିଥିଲା ଅନ୍ତିମ ସନ୍ଧ୍ୟା । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ ସହିତ ଉତ୍ସବସ୍ଥଳର ଚମତ୍କାର ସାଜସଜା ଏବଂ ୧୧ଶ ଶତାବ୍ଦୀ ନିର୍ମିତ ରାଜାରାଣୀ ମନ୍ଦିରର ଅପୂର୍ବ କଳା ସ୍ଥାପତ୍ୟ ଏବଂ ସଙ୍ଗୀତମୟ ତଥା…