ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଲାଗି ପ୍ରଧାନମନ୍ତ୍ରୀଙ୍କୁ ପୁନର୍ବାର ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନର ଅବ୍ୟବହିତ ପୂର୍ବରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦାବି କରି ଏକ ପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ପଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…