୨୮ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ୨୮ରେ ରାଜ୍ୟ ବିଜେପି ପକ୍ଷରୁ ହେବାକୁ ଥିବା ସିଏଏ ସମର୍ଥନ ସଭାରେ ସେ ଯୋଗ ଦେବେ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ଗୃହ…