ସ୍ୱାଧୀନତା ସଂଗ୍ରାମ, ଗାନ୍ଧୀଜୀ ଓ ଅନନ୍ତକୁମାରମାନେ…
୧୯୪୭ ଅଗଷ୍ଟ ୧୫ ତାରିଖରେ ଭାରତ ସ୍ୱାଧୀନ ହେଲା । ଏଥିପାଇଁ ଜାତିର ଜନକ ମହାମାନବ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଯେଉଁ ସତ୍ୟାଗ୍ରହ ଆନ୍ଦୋଳନ ଚାଲିଥିଲା ସେଥିରେ ବହୁ ଦେଶପ୍ରେମୀ ବଳିଦାନ ଦେଇଥିଲେ । ଲକ୍ଷ ଲକ୍ଷ ସଂଗ୍ରାମୀ କାରାବରଣ କରିଥିବା ବେଳେ ଆଉ ଅନେକ ବ୍ରିଟିଶ୍ ପ୍ରଶାସନର…