ଅଣାୟତ୍ତ କରୋନା: ଚୀନରେ ନେଲାଣି ୧୩୦୦ ମୁଣ୍ଡ
ବେଜିଂ: ବୋଲ ମାନୁନି ମାରାତ୍ମକ କରୋନା ଭାଇରସ । ଦିନକୁ ଦିନ ଏହା ଅଣାୟତ୍ତ ହେବାରେ ଲାଗିଛି । ଏହାର ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଏହି ମାରାତ୍ମକ ଭାଇରସ ଚୀନରେ ନେଲାଣି ୧୩୦୦ ମୁଣ୍ଡ ।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, କରୋନା ଭାଇରସ୍…