ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳଜୀଙ୍କ ଜନ୍ମଦିନ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ନବୀନ ଓ ମୋଦି
ନୂଆଦିଲ୍ଲୀ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୪ତମ ଜନ୍ମଦିନ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୧୯୨୪ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀ ।…