କରୋନା ଭାଇରସ: ଶସ୍ତା ବ୍ଲୁଟୁଥ ସ୍ପିକର, ଟେଡି ବିୟର ହେଲା ମହଙ୍ଗା !
ନୂଆଦିଲ୍ଲୀ: ସ୍ମାର୍ଟୱାଚ, ବ୍ଲୁଟୁଥ ସ୍ପିକର, ଟେଡି ବିୟର ଭଳି ଶସ୍ତା ଚୀନ ସାମଗ୍ରୀ କିଣିବା ପଡିପାରେ ମହଙ୍ଗା । କରୋନା ଭାଇରସ କାରଣରୁ ଚୀନର ଅନେକ କାରଖାନା ଗୁଡିକ ବନ୍ଦ କରି ଦିଆଯାଇଛି । ଯଦ୍ୱାରା ଭାରତ, ଚୀନରୁ ଆମଦାନୀ କରୁଥିବା ସାମଗ୍ରୀ ଉପରେ ପ୍ରଭାବ ପଡିଛି । ଚୀନ ସମାଗ୍ରୀର ଦାମ…