Latest Odisha News

BREAKING NEWS

ଆସନ୍ତୁ ଜାଣିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ ସମ୍ପର୍କରେ

ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବା ପାଇଁ ବିକଳରେ ମହାପ୍ରଭୁଙ୍କୁ…

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ୟୁନିଟ୍‌-୨ର ମାର୍କେଟ ବିଲ୍ଡିଂରେ ଗତ ଜାନୁଆର ୧୦ ତାରିଖ ସନ୍ଧ୍ୟାରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପୀନାଥ ନାୟକକୁ ଶନିବାର ଦିନ ଗଜପତି ଜିଲ୍ଲାରୁ ଗିରଫ କରାଯାଇଛି । ଏନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।…

ଦିଲ୍ଲୀ ନିର୍ବାଚନ: ଦିନ ୧୨ ସୁଦ୍ଧା ୧୫.୬୮ % ମତଦାନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ବିଧାନସଭାର ୭୦ଟି ଆସନ ଲାଗି ୧.୫ କୋଟି ଯୋଗ୍ୟ ଭୋଟର୍ ନିଜର ମତଦାନ ସାବ୍ୟସ୍ତ କରୁଛନ୍ତି । କୋହଲା ପାଗ ସତ୍ୱେ ଦିଲ୍ଲୀରେ ଆଜି ସକାଳୁ ଶାନ୍ତି ଶୃଙ୍ଖଳାର ସହିତ ଲମ୍ବା ଧାଡ଼ିରେ ଭୋଟର୍ ମାନେ ନିଜର ମତଦାନ ସାବ୍ୟସ୍ତ କରୁଛନ୍ତି । 15.68 % voter turnout in…

ମତଦାନ କେନ୍ଦ୍ରରେ ଆପ୍‌-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହାରି ଭିତରେ ଚାନ୍ଦନୀ ଚୌକରୁ ଆସିଛି ଏକ ଚାଂଚଲ୍ୟକର ଖବର । ଏଠି ମତଦାନ କେନ୍ଦ୍ରରେ ଆପ୍ କର୍ମୀ ଓ କଂଗ୍ରେସ ପ୍ରାର୍ଥୀ ମୁହାଁମୁହିଁ ହୋଇଛନ୍ତି । କଂଗ୍ରେସ ପ୍ରାର୍ଥୀ ଅଳକା ଲାମ୍ବା…

ଶିକାରା ଫିଲ୍ମ ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ: କଶ୍ମୀର ପଣ୍ଡିତଙ୍କ ଉପରେ ଆଧାରିତ ବିଧୁ ବିନୋଦ ଚୋପ୍ରାଙ୍କ ଶିକାରା ଫିଲ୍ମ ଇତି ମଧ୍ୟରେ ରିଲିଜ ହୋଇଯାଇଛି । ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଏହି ଫିଲ୍ମ ଦେଖିବାକୁ ଯାଇଥିଲେ । ଫିଲ୍ମ ଦେଖି ଆଡଭାନୀ କାନ୍ଦି ପକାଇଥିଲେ । ଡାଇରେକ୍ଟର ବିଧୁ ବିନୋଦ ଚୋପ୍ରା…

କରୋନା ଭାଇରସ: ଚୀନରେ ମୃତ୍ୟୁ ସଂଖ୍ୟା ୭୧୯କୁ ବୃଦ୍ଧି, ଆମେରିକାର ସହାୟତା ଘୋଷଣା

ବେଜିଂ: ଧୀରେ ଧୀରେ କାୟା ବିସ୍ତାର କରି ମାରାତ୍ମକ ହେଉଥିବା ‘କରୋନା’ ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୭୧୯କୁ ଛୁଇଁଛି । ଏଥିସହିତ ୩୦,୦୦୦ ହଜାରରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଏହି ଭାଇରସର ମୁକାବିଲା କରିବା ଲାଗି ଚୀନ ଓ ଅନ୍ୟାନ୍ୟ ଦେଶକୁ…

ଟ୍ରମ୍ପଙ୍କ ଭାରତ ଗସ୍ତ: ଅହମ୍ମଦାବାଦରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଅହମ୍ମଦାବାଦ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୪ରୁ ୨୭ ଫେବୃୟାରୀ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସୁଛନ୍ତି । ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ ଓ ଗାନ୍ଧୀ ଆଶ୍ରମ ବୁଲିବାକୁ ଯିବେ । ସେଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାର ବନ୍ଦୋବସ୍ତ କରାଯାଇଛି । ଶାବରମତି ଅଂଚଳର ପ୍ରତ୍ୟେକ…

ନ୍ୟୁଜିଲାଣ୍ଡକୁ ୨୭୩ ରନରେ ଅଟକାଇଲା ଭାରତ; ଜିତିବା ଲକ୍ଷ୍ୟରେ କପ୍ତାନ କୋହଲୀ

ଅକଲ୍ୟାଣ୍ଡ: ପ୍ରଥମ ଦିନିକିଆରେ ପରାସ୍ତ ହେବା ପରେ ଭାରତ ଲାଗି ଆଜିର ମ୍ୟାଚ୍ କର ବା ମର ପରିସ୍ଥିତି ସୃଷ୍ଟି କରିଛି । କପ୍ତାନ ବିରାଟ କୋହଲୀ ଆଜି ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଯାହାକି ଦଳ ଲାଗି ଠିକ୍ ସାବ୍ୟସ୍ତ ହୋଇଛି । ଆଜିର ମ୍ୟାଚରେ କିୱି ଦଳ ୩୫୦ରୁ…

ଟ୍ରାଫିକ୍ ନିୟମ ଭାଙ୍ଗି ଫସିଲେ ନାବାଳକ; ଜାଣନ୍ତୁ, ତା’ପରେ କଣ ହେଲା…

ଭଦ୍ରକ: ଦେଶରେ ନୂଆ ଟ୍ରାଫିକ୍ ଆଇନ୍ କଡାକଡି କରାଯାଉଥିବା ବେଳେ ନିୟମ୍ ଉଲଘଂନକାରୀଙ୍କୁ ମୋଟା ଅଙ୍କର ତଣ୍ଡ ମଧ୍ୟ ଗଣିବାକୁ ପଡୁଛି । ଏହି ଟ୍ରାଫିକ୍ ନିୟମ୍ ଉଲଘଂନ କରି ଫସିଛନ୍ତି ଜଣେ ନାବାଳକ । ପ୍ରାପ୍ତ ସୂଚନାନୁଯାୟୀ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବ୍ଲକ୍ ଅନ୍ତର୍ଗତ କହଁର ଛକ ଠାରେ…

ଚ୍ୟାଲେଂଜ ସହ ଟ୍ୱିଟ୍ଟର-ଇନଷ୍ଟାଗ୍ରାମରେ ଫେସବୁକ୍ ଆକାଉଂଟ ହ୍ୟାକ କଲା ହ୍ୟାକର

ସନ୍ ଫ୍ରାନସିସ୍କୋ: ଟ୍ୱିଟ୍ଟର ଏବଂ ଇନଷ୍ଟାଗ୍ରାମରେ ଫେସବୁକର ଅଫିସିଆଲ ଆକାଉଂଟ ହ୍ୟାକ କରିଛି ଏକ ହ୍ୟାକର ଗୋଷ୍ଠୀ । ସବୁଠାରୁ ବଡ କଥା ଚ୍ୟାଲେଞ୍ଜ ସହ ସେମାନେ ଏହାକୁ ହ୍ୟାକ କରିଛନ୍ତି । ଏହା ପଛରେ ଅବରମାଇନ ନାମକ ସାଇବର କ୍ରିମିନାଲ ସଂଗଠନର ହାତ ଥିବା ଅନୁମାନ କରାଯାଉଛି । ହ୍ୟାକ…