Latest Odisha News

BREAKING NEWS

ରାଉରକେଲାରେ ପୂର୍ବତନ କାଉନସିଲରଙ୍କ ଉପରକୁ ବୋମା ମାଡ

ରାଉରକେଲା: ପୂର୍ବତନ କାଉନସିଲର ଅଶେଷ ମହାନ୍ତିଙ୍କ ଉପରକୁ ଗୁରୁବାର ରାତିରେ କେହି ଦୁବୃର୍ତ୍ତ ବୋମା ମାଡ କରିଥିବା ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ, ଘଟଣାଟି ଘଟିଛି ରାଉରକେଲାର ଉଦିତ ନଗର ସ୍ଥିତ ବାସନ୍ତି କଲୋନୀ ଅଞ୍ଚଳରେ । ଦୁଇ ଜଣ ଦୁବୃର୍ତ୍ତ ପୂର୍ବତନ କାଉନସିଲରଙ୍କ ଉପରକୁ ବୋମା…

ସ୍ମିତାରାଣୀ ମୃତ୍ୟୁ ମାମଲା: ମାଟିରେ ମିଶିଲା ରଙ୍ଗଶାଳା

ଯାଜପୁର: ବହୁଚର୍ଚ୍ଚିତ ଧର୍ମଶାଳା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା। ଆଜି ଭଙ୍ଗା ହେଲା ଅଭିଯୁକ୍ତ ରୂପେଶ ଭଦ୍ରର ବେଆଇନ୍ ଗେଷ୍ଟହାଉସ ରଙ୍ଗଶାଳା । ଜିଲ୍ଲା ପ୍ରଶାସନ ପକ୍ଷରୁ ରଙ୍ଗଶାଳା ଭଙ୍ଗା ଚାଲିଛି । ଘରର ଆସବାବ ପତ୍ର ସବୁ ବାହାରକୁ କାଢ଼ି ଦିଆଯାଇଛି । ପୂର୍ବରୁ ଏହି…

୬୦୬ ସରକାରୀ ଅଧ୍ୟାପକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ, ଜାଣନ୍ତୁ କିଭଳି କରିବେ ଆବେଦନ

ଭୁବନେଶ୍ୱର: ରାଜ୍ୟର ସରକାରୀ ଡିଗ୍ରୀ କଲେଜ୍‌ରେ ୬୦୬ ଟି ଅଧ୍ୟାପକ ପଦବୀ ପୂରଣ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆବେଦନକାରୀ ଓପିଏସସିର ୱେବସାଇଟ୍ ଙ୍ଗଙ୍ଗଙ୍ଗ.କ୍ଟକ୍ଟ୍ରଗ୍ଦମକ୍ଟଦ୍ଭକ୍ଷସଦ୍ଭର.ଶକ୍ଟଙ୍ଖ.ସଦ୍ଭରେ ଆବେଦନ କରିପାରିବେ । ପଦବୀ ବାବଦରେ ସୂଚନା…

ରୋଜ ଡେ’ରୁ ଆରମ୍ଭ ହେଲା ପ୍ରେମ ସପ୍ତାହ: କେଉଁ ରଙ୍ଗ ଗୋଲାପର କ’ଣ ରହିଛି ମହତ୍ତ୍ୱ,ଜାଣନ୍ତୁ…

ଭୁବନେଶ୍ୱର:ପ୍ରେମର ପ୍ରତୀକ ଗୋଲାପ। ପେବୃଆରୀ ୭ ରୋଜ ଡେ' ଠାରୁ ଆରମ୍ଭ ହୁଏ ପ୍ରେମର ପର୍ବ ଭାଲେଣ୍ଟାଇନ ସପ୍ତାହ । ଫେବୃଆରୀ ମାସ ୧୪ ତାରିଖ ପୂର୍ବରୁ ଗୋଟେ ସପ୍ତାହ ଭାଲେଣ୍ଟାଇନ ୱିକ୍‌ ପାଳନ କରାଯାଏ। ଏହି ୭ଦିନର ପ୍ରତ୍ୟେକ ଦିନ ଅଲଗା ଅଲଗା ଡେ ଭାବେ ସେଲିବ୍ରେଟ କରାଯାଏ। ପ୍ରଥମେ ୭…

ଓଡିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା; ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦-୪୦ କିମି. ବେଗରେ ପବନ ବହିବା ସହ ବର୍ଷା ହୋଇଥିବା ନେଇ ଶୁକ୍ରବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଜୟପୁର, ଭଦ୍ରକ, କଟକ, କେନ୍ଦ୍ରାପଡା,…

ବେକାବୁ କରୋନା, ଚୀନରେ ନେଲାଣି ୬୩୬ ମୁଣ୍ଡ

ବେଜିଂ: ମାରାତ୍ମକ କରୋନା ଭାଇରସ୍ ପ୍ରତିଦିନ ଚୀନରେ ପାଖାପାଖି ୫୦ ଜଣଙ୍କର ଜୀବନ ନେଉଛି । ଏହି ପ୍ରାଣଘାତୀ ଭୂତାଣୁ ବର୍ତ୍ତମାନ ସୁଦ୍ଧା ଚୀନରେ ୬୩୬ ଜଣଙ୍କର ମୁଣ୍ଡ ନେଲାଣି । ଆକ୍ରାନ୍ତ ସଂଖ୍ୟା ୩୧ ହଜାର ପାଖାପାଖି ପହଞ୍ଚିଲାଣି । ବିଶେଷ କରି ହୁଭେଇ ପ୍ରଦେଶରେ କରୋନାର ଲଗାମଛଡା ହେଉଛି ।…

ନିର୍ଭୟା ମାମଲାରେ ଆଜି ସୁପ୍ରିମକୋର୍ଟ ଓ ପଟିଆଲା ହାଉସ କୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ଆଜି ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଶୁଣାଣି । ନୂଆ ଡେଥ୍ ଓ୍ୱାରେଣ୍ଟ ଜାରି କରିବାକୁ ତିହାର ଜେଲ କର୍ତ୍ତୃପକ୍ଷ କରିଥିବା ପିଟିସନର ଶୁଣାଣି ହେବ । ଗତକାଲି ଶୁଣାଣି ବେଳେ ସମସ୍ତ ଚାରି ଦୋଷୀଙ୍କୁ ସେମାନଙ୍କ ପକ୍ଷ ରଖିବା ପାଇଁ କହିଥିଲେ କୋର୍ଟ । ଆଜି…

ଫେବ୍ରୁଆରୀ ୨୨ରେ ଆଇଆଇଏମ ବେଙ୍ଗାଳୁରୁର ଅନ୍ତର୍ଜାତୀୟ ସମ୍ମିଳନୀ

ବେଙ୍ଗାଳୁରୁ: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ୍ ବେଙ୍ଗାଳୁରୁ ଫ୍ରାନ୍ସର ତୋଲଜ ବିଜନେସ ସ୍କୁଲ ସହ ମିଳିତ ସହଭାଗୀତାରେ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରୁଛି । ଫେବ୍ରୁଆରୀ ୨୨ ତାରିଖରେ ଆୟୋଜନ ହେଉଥିବା ଏହି ସମ୍ମିଳନୀରେ ବିମାନ ଚଳାଚଳର ଭବିଷ୍ୟତ ବାବଦରେ ଗୁରୁତ୍ୱପୂର୍ଣ୍ଣ…

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ: ଚଳିତ ବର୍ଷର ବଜେଟ ଅଟକଳକୁ ମିଳିବ ଅନୁମୋଦନ

ଭୁବନେଶ୍ୱର: ଆଜି ଦିନ ୧୧ଟା ୪୫ ମିନିଟରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଚଳିତ ଆର୍ଥିକ ବର୍ଷ ବଜେଟ୍‌ ଅଟକଳକୁ ବୈଠକରେ ଅନୁମୋଦନ ମିଳିବ ବୋଲି ଜଣାପଡିଛି। ରାଜ୍ୟ କ୍ୟାବିନେଟ୍‌ ବୈଠକ ସହ ୧୨ଟା ୧୫ରେ ବସିବ ମନ୍ତ୍ରୀପରିଷଦ ବୈଠକ। ଉଭୟ…

ଆମ ରାଜ୍ୟ ଓଡ଼ିଶାକୁ ନେଇ ଗର୍ବ କଲା ଭଳି କିଛିକଥା, ଜାଣନ୍ତୁ…

ଭୁବନେଶ୍ବର: ସଂସ୍କୃତି ରାଜ୍ୟ ଓଡ଼ିଶା । ଯାହାର କୋଣ ଅନୁକୋଣରେ ଭରି ରହିଛି ପ୍ରାଚୀନ ସଂସ୍କୃତି ତଥା କଳାକୃତିର ଛାପ । ଓଡିଶାର ପ୍ରାଚୀନ ଓ ଗୌରବମୟ ଇତିହାସକୁ ନେଇ ସମସ୍ତ ଓଡ଼ିଆ ଆଜିବି ଗର୍ବିତ । ଆସନ୍ତୁ ଜାଣିବା ଏହି ମହାନ ରାଜ୍ୟ ସମ୍ପର୍କରେ କିଛି ଅଜଣା ଅକୁହା କଥା...…