୧୦ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭିଜୁଛି ଓଡିଶା । ଆହୁରି ଦୁଇ ଦିନ ପାଗରେ ପରିବର୍ତ୍ତନ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ୧୦ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୨୪ଘଣ୍ଟା ଯାଏଁ ଉତ୍ତର କେନ୍ଦ୍ରୀୟ ଓ…