ବିଜେଡିରେ ସାମିଲ ହେଲେ ପୂର୍ବତନ କଂଗ୍ରେସ ନେତା ଚକ୍ରଧର ପାଇକ
ଭୁବନେଶ୍ୱର : କଂଗ୍ରେସର ପୂର୍ବତନ ବିଧାୟକ ଚକ୍ରଧର ପାଇକ ଗୁରୁବାର ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି ।
ଗୁରୁବାର ଦିନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଶତାଧିକ ସମର୍ଥକଙ୍କ ଉପସ୍ଥିତିରେ ଏହି କଂଗ୍ରେସର ପୂର୍ବତନ ବିଧାୟକ ଚକ୍ରଧର ବିଜେଡିରେ ସାମିଲ ହୋଇଛନ୍ତି…