ବାଲୁକା ଶିଳ୍ପୀମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କୋଣାର୍କ ନୃତ୍ୟ ଉତ୍ସବ ଅବସରରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ଆୟୋଜିତ ଏକ ସଂକ୍ଷିପ୍ତ କାର୍ଯ୍ୟକ୍ରମରେ ବିଦେଶରୁ ଆସିଥିବା ବାଲୁକା ଶିଳ୍ପୀ ମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।
ଏଥିସହିତ ସଚିବାଳୟରେ ଆୟୋଜିତ ହୋଇଥିବା ଏକ ସଂକ୍ଷିପ୍ତ କାର୍ଯ୍ୟକ୍ରମରେ…