୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ, ଯଶସ୍ୱୀ ଜୟସୱାଲଙ୍କ ବିସ୍ଫୋରକ ଶତକ : ଫାଇନାଲରେ ଭାରତ
ପୋଚେଫ୍ରୁଷ୍ଟ୍ରୁମ: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟର ସେମିଫାଇନାଲ ମୁକାବିଲାରେ ଭାରତ ଯଶସ୍ୱୀ ଜୟସୱାଲ(୧୦୫) ଓ ଦିବ୍ୟାଂଶ ସକ୍ସେନା(୫୯)ଙ୍କ ଆକର୍ଷଣୀୟ ବ୍ୟାଟିଂ ସହାୟତାରେ ୧୦ ଉଇକେଟରେ ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି ।
୧୭୩ ରନର…