ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅଶୋକ ମୀନା ନିଯୁକ୍ତ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଆଇଏଏସ ସ୍ତରରେ ସାମାନ୍ୟ ଅଦଳବଦଳ ହୋଇଛି । ଏହି ଅଦଳବଦଳ ଫଳରେ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅଶୋକ ମୀନା ନିଯୁକ୍ତ ହୋଇଛନ୍ତି ।
ସାଧାରଣ ପ୍ରଶାସନର ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ଅର୍ଥ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତୁହିନକାନ୍ତ…