ଓଡ଼ିଆ ଗଣମାଧ୍ୟମ: ସ୍ଥିତି, ଧାରା, ଭବିଷ୍ୟତ
ଓଡ଼ିଆ ଗଣମାଧ୍ୟମର ସାମ୍ପ୍ରତିକ ସ୍ଥିତିକୁ ଗୋଟେ ଶବ୍ଦରେ କହିହେବ- ଦ୍ୱନ୍ଦାତ୍ମକ । ଏ ସମ୍ପର୍କରେ ଚାର୍ଲସ ଡ଼ିକେନ୍ସଙ୍କ ଗୋଟିଏ ବାକ୍ୟକୁ ଧାର କରି ଆହୁରି ସୁନ୍ଦର ଉଦାହରଣଟେ ଦେଇହେବ : ଏହା ହେଉଛି ସବୁଠାରୁ ଭଲ ସମୟ, ଏହା ହେଉଛି ସବୁଠାରୁ ଖରାପ ସମୟ (it is the best of the times and…