ଅନୁଗୁଳ : ବିଦ୍ୟୁତ ଆଘାତରେ ଦନ୍ତା ହାତୀ ମୃତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ହଣ୍ଡପା ରେଂଜରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି।
ମୃତ ହାତୀର ବୟସ ପାଖାପାଖି ୮ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।
ମିଳିଥିବା ସୂଚନା ଅନୁଯାୟୀ ଶିକାର ପାଇଁ ବିଦ୍ୟୁତ ତାର ବିଛା ଯାଇଥିବାବେଳେ ୧୧କେଭି ବିଦ୍ୟୁତ ତାର…