ବିଶ୍ୱ ବିଖ୍ୟାତ ଅର୍ଥନୀତିଜ୍ଞ ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ପଦ୍ମଶ୍ରୀ
ଓଡିଶାରେ ଜନ୍ମିତ ବିଶ୍ୱ ବିଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ପ୍ରଶାନ୍ତ କୁମାର ପଟ୍ଟନାୟକ ପଦ୍ମଶ୍ରୀ ପୁରସ୍କାର ପାଇବାକୁ ମନୋନିତ ହୋଇଛନ୍ତି । ବର୍ତ୍ତମାନ ସେ ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗରେ ଅତିଥି ପ୍ରାଧ୍ୟାପକ ଅଛନ୍ତି । ଅର୍ଥନୀତିରେ ନୋବେଲ ପୁରସ୍କାର…