ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ବଢିଲା ଦୁଇ ପ୍ରତିଶତ ମହଙ୍ଗା ଭତ୍ତା
ଭୁବନେଶ୍ୱର : ରାଜ୍ୟର ସରକାରୀ ଉଦ୍ୟୋଗ (ପି.ଏସ୍.ୟୁ)ଗୁଡିକର କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ମଞ୍ଜୁର କରିଛନ୍ତି ।
ଏହାଦ୍ୱାରା ପରିବର୍ତ୍ତୀତ ଦରମା ହାର ୨୦୧୭ ଅନୁଯାୟୀ ଦରମା ପାଉଥିବା କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ୭…