ନାଗାଲାଣ୍ଡ ରାଜ୍ୟପାଳ ଏଲ୍. ଗଣେଶନ୍ଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ସମେତ ବିଭିନ୍ନ ମହଲରୁ ଶୋକବ୍ୟକ୍ତ
ନୂଆଦିଲ୍ଲୀ: ଆଜି ନାଗାଲାଣ୍ଡ ରାଜ୍ୟପାଳ ଏଲ୍. ଗଣେଶନଙ୍କର ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଏଲ୍ ଗଣେଶନ୍ ୮ ଅଗଷ୍ଟରେ ତାଙ୍କ ଘରେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଗମ୍ଭୀର ଆଘାତ ଲାଗିଥିଲା। ଏଲ୍ ଗଣେଶନ୍ ଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ଆଜି…