କୃଷି କ୍ଷେତ୍ରରେ ଅଧିକ ଋଣ ଯୋଗାଇ ଦେବା ପାଇଁ ବ୍ୟାଙ୍କ୍ମାନେ ଆଗଭର ହୁଅନ୍ତୁ: କୃଷି ମନ୍ତ୍ରୀ
ଭୁବନେଶ୍ୱର: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ୍ମାନେ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବା ନିମନ୍ତେ ଆଗଭର ହୁଅନ୍ତୁ । ଓଡ଼ିଶାର ୮୦ ପ୍ରତିଶତରୁ ଉଦ୍ଧ୍ୱର୍ କ୍ଷୁଦ୍ର ଓ…