ବେଙ୍ଗାଲୁରୁରେ ‘ବିରାଟ’ ବିଜୟ:୨-୧ରେ ସିରିଜ ଜିତିଲା ଭାରତ
ବେଙ୍ଗାଲୁରୁ: ହିଟ୍ ମ୍ୟାନ୍ ରୋହିତ ଶର୍ମାଙ୍କ ଦମଦାର ଶତକ ଓ ଅଧିନାୟକ ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ ବଳରେ ବେଙ୍ଗାଲୁରୁରେ ବିଜୟ ବାନା ଉଡାଇଲା ଭାରତ । ଦିନିକିଆ ସିରିଜର ତୃତୀୟ ତଥା ଫାଇନାଲ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୭ ୱିକେଟ୍ରେ ମାତ ଦେଲା ବିରାଟ ବାହିନୀ । ୧୫ଟି ବଲ୍ ବାକି ଥାଇ…