ଆଜି ସୁପର ସାଇକ୍ଲୋନର ରୂପ ନେବ ଅମ୍ଫାନ୍
ଭୁୁବନେଶ୍ୱର : ପ୍ରଳୟଙ୍କରୀ ରୂପ ଧାରଣ କରି ଆଗକୁ ଆଗକୁ ମାଡି ଆସୁଛି ଅମ୍ଫାନ୍। ଆଜି ନେବ ସୁପର ସାଇକ୍ଲୋନର ରୂପ। ସନ୍ଧ୍ୟା ସାଢ଼େ ୫ଟାରୁ ଆସନ୍ତାକାଲି ସକାଳ ସାଢେ଼ ୫ଟା ଭିତରେ ସୁପର ସାଇକ୍ଲୋନରେ ପରିଣତ ହେବ ଅମ୍ଫାନ୍ ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସମୟ ପୂର୍ବରୁ ଏହି ସୂଚନା…