ଏବେ ବିନ୍ଦାସ ବ୍ୟବହାର କରନ୍ତୁ ୱାଟସଆପ୍ସ; ସମାଧାନ ହୋଇଯାଇଛି ଏହିସବୁ ଅସୁବିଧା…
ୱାଟସଆପ୍ସ ୟୁଜର୍ସ ପାଇଁ ଆସୁଥିବା ଗୋଟେ ବଡ଼ ଆସୁବିଧା ଟଳିଗଲା। କମ୍ପାନୀ ନିଜ ୱାଟସଆପ୍ସରେ ବିଜ୍ଞାପନ ଦେବାକୁ ଚାହୁଁଥିଲା ହେଲେ ଏବେ ହେବ ନାହିଁ ବୋଲି ଜଣାପଡୁଛି।
ଖବର ଆସୁଥିଲା ଯେ ୱାଟସଆପ୍ସ ନିଜର ଅଧିକ ଆୟ କରିବାକୁ ଯୋଜନା କରିଥିଲା। ଏହି ଆପ୍ସରେ ବିଜ୍ଞାପନ ଚଲାଇବାକୁ ଯୋଜନା…