ଆଜି ‘ଭାରତୀୟ ବାୟୁସେନା’ର ୮୬ତମ ପ୍ରତିଷ୍ଠା ଦିବସ
ନୂଆଦିଲ୍ଲୀ : ଭାରତୀୟ ବାୟୁସେନା ପକ୍ଷରୁ ୮୬ତମ ପ୍ରତିଷ୍ଠା ଦିବସ ଆଜିର ଅକ୍ଟୋବର ୮ ତାରିଖରେ ପାଳିତ ହେଉଛି ।
ଏହି ୮୬ତମ ପ୍ରତିଷ୍ଠା ଦିବସ ଅବସରରେ ଉତ୍ତରପ୍ରଦେଶର ଗାଜିଆବାଦ ଅନ୍ତର୍ଗତ ହିଣ୍ଡନ ଏୟାରବେସରେ ଭାରତୀୟ ବାୟୁସେନାର ଯବାନ ମାନେ ଲଢୁଆ ବିମାନରେ ଚିତ୍ତାକର୍ଷକ ଏୟାର ସୋ’ର…