ନିଲାମ ହେବ ୫ଶହ ମାଇନିଂ ବ୍ଲକ
ନୂଆଦିଲ୍ଲୀ: ଆତ୍ମନିର୍ଭର ଭାରତ ପ୍ୟାକେଜର ଆଜି ଚତୁର୍ଥ ପର୍ଯ୍ୟାୟରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କୋଇଲା କ୍ଷେତ୍ର ପାଇଁ ବଡ ଘୋଷଣା କରିଛନ୍ତି । କୋଇଲା ପରିବହନ ଭିତ୍ତିଭୂମି ପାଇଁ ୫୦ ହଜାର କୋଟି ଘୋଷଣା ହୋଇଛି ।
ସେ କହିଛନ୍ତି, କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସରଳିକରଣ କରାଯିବ…