ଘନ କୁହୁଡି ତଳେ ଓଡିଶାର ୧୧ଟି ଜିଲ୍ଲା
ଭୁବନେଶ୍ୱର: ଓଡିଶାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ରାତ୍ରୀର ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ବୁଧବାର ଦିନ ପ୍ରାୟ ୧୧ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି ।
ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର…